ତ୍ୱଚା ପାଇଁ କେତେ ଉପକାରୀ ମସୁର ଡାଲି

ସତ୍ୟଶିଖା( ଭୁବନେଶ୍ୱର )୨୧.୧୦.୨୦୨୨: ସୁନ୍ଦର ଦେଖାଯିବା ପାଇଁ କିଏ ବା ନ ଚାହେଁ। ସମସ୍ତେ ସୁନ୍ଦର ଦେଖାଯିବା ପାଇଁ ଅନେକ ଉପାୟ ଆପଣାଇଥାନ୍ତି। ତ୍ୱଚାର ଚମକ ବଢ଼ାଇବା ପାଇଁ କିଏ କସମେଟିକର ସହାୟତା ନିଅନ୍ତି ତ ଆଉ କିଏ ଘରୋଇ ଉପଚାରର। ଏଭଳି ଏକ ଘରୋଇ ଉପଚାର ହେଉଛି ମସୁର ଡାଲି।  ମସୁର ଡାଲିକୁ ମୁହଁରେ ଲଗାଇବା ଦ୍ୱାରା ତ୍ୱଚାର ଉଜ୍ଜଳତା ବଢ଼ିବା ସହ ସୁନ୍ଦରତା ଦ୍ୱିଗୁଣ ହୋଇଯିବ। ଏଥିସହ ତ୍ୱଚା ନରମ ମଧ୍ୟ କରିଥାଏ। ତେବେ ଆସନ୍ତୁ ଜାଣିବା ଏହାକୁ କିଭଳି ବ୍ୟବହାର କରିବେ..

Exit mobile version