ସତ୍ୟଶିଖା ୧୭/୧୨/୨୦୨୦ : ଗୁରୁବାର ଆରମ୍ଭ ହେବ ଆଡିଲେଡ୍ ଟେଷ୍ଟ। ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ମ୍ୟାଚ୍ ପୂର୍ବରୁ ଟସ୍ ଜିତିଛି ଭାରତ । ଭାରତୀୟ ଅଧିନାୟକ ବିରାଟ କୋହଲି ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି । ପ୍ରଥମ ଟେଷ୍ଟ୍ ମ୍ୟାଚ ପାଇଁ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ଦଳ ଅଷ୍ଟ୍ରେଲିଆ କ୍ରିକେଟରେ ଗୋଲାପୀ ବଲକୁ ଚ୍ୟାଲେଞ୍ଜ ଦେବେ ।
ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟେଷ୍ଟ୍
