ରାଜ୍ୟ

ଆଜି ପୁଣି ବର୍ଷିବ

ସତ୍ୟଶିଖା(ଭୁବନେଶ୍ୱର) ୦୫ .୦୭.୨୦୨୧: : ଆଜି ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି।  ସେହିପରି ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ବି ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି,  ଆସନ୍ତା ୭ ଓ ୮ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ। : ଆଜି ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି।  ସେହିପରି ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ବି ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି,  ଆସନ୍ତା ୭ ଓ ୮ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ।

Show More
Back to top button