ଦେଶନ୍ୟୁଜ୍ସ୍ୱାସ୍ଥ୍ୟ

ମାର୍ଚ୍ଚରୁ ୧୨ରୁ ୧୪ ବର୍ଷ ପିଲାଙ୍କୁ ଦିଆଯାଇପାରେ କରୋନା ଟିକା !

ସତ୍ୟଶିଖା(ନୂଆଦିଲ୍ଲୀ ) ୧୭.୦୧.୨୦୨୨ :ଆସନ୍ତା ମାର୍ଚ୍ଚରୁ ୧୨ରୁ ୧୪ ବର୍ଷର ପିଲାଙ୍କୁ ଦିଆଯାଇପାରେ କରୋନା ଟିକା । ନେସନାଲ ଟେକ୍ନିକାଲ ଆଡଭାଇଜରି ଗ୍ରୁପ୍ ଅଧ୍ୟକ୍ଷ ଡକ୍ଟର ଏନ୍.କେ ଅରୋରା ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି, ମାର୍ଚ୍ଚ ପ୍ରଥମ ସପ୍ତାହ ସୁଦ୍ଧା ୧୨ରୁ ୧୪ ବର୍ଷର ପିଲାଙ୍କୁ କରୋନା ଟିକା ଦିଆଯାଇପାରେ । ଏବେ ୧୫ରୁ ୧୮ ବର୍ଷଙ୍କୁ ପ୍ରାଥମିକତା ଭିତିରେ ଟିକା ଦିଆଯାଉଛି । ୩ କୋଟି ୩୧ ଲକ୍ଷରୁ ଅଧିକ ପିଲା ବର୍ତମାନ ସୁଦ୍ଧା କରୋନା ଟିକାର ପ୍ରଥମ ଡୋଜ୍ ନେଇ ସାରିଲେଣି । ଆସନ୍ତା ମାର୍ଚ୍ଚରୁ ୧୨ରୁ ୧୪ ବର୍ଷର ପିଲାଙ୍କୁ ଦିଆଯାଇପାରେ କରୋନା ଟିକା । ନେସନାଲ ଟେକ୍ନିକାଲ ଆଡଭାଇଜରି ଗ୍ରୁପ୍ ଅଧ୍ୟକ୍ଷ ଡକ୍ଟର ଏନ୍.କେ ଅରୋରା ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି, ମାର୍ଚ୍ଚ ପ୍ରଥମ ସପ୍ତାହ ସୁଦ୍ଧା ୧୨ରୁ ୧୪ ବର୍ଷର ପିଲାଙ୍କୁ କରୋନା ଟିକା ଦିଆଯାଇପାରେ । ଏବେ ୧୫ରୁ ୧୮ ବର୍ଷଙ୍କୁ ପ୍ରାଥମିକତା ଭିତିରେ ଟିକା ଦିଆଯାଉଛି । ୩ କୋଟି ୩୧ ଲକ୍ଷରୁ ଅଧିକ ପିଲା ବର୍ତମାନ ସୁଦ୍ଧା କରୋନା ଟିକାର ପ୍ରଥମ ଡୋଜ୍ ନେଇ ସାରିଲେଣି ।

Show More
Back to top button