ସତ୍ୟଶିଖା : ୨୯/୦୩/୨୦୨୫:
ମେଷ- ଭାଗ୍ୟର ପୂର୍ଣ୍ଣ ସମର୍ଥନ ପାଇବେ। ବିବାହିତ ଜୀବନ ସୁଖମୟ ରହିବ। ସ୍ୱାସ୍ଥ୍ୟ ଦୃଷ୍ଟିରୁ ଫିଟ୍ ଅନୁଭବ କରିବେ। ପୁରୁଣା ସାଙ୍ଗମାନଙ୍କୁ ଭେଟିବାର ସୁଯୋଗ ପାଇବେ। ଛାତ୍ରମାନେ ଭଲ ଫଳାଫଳ ପାଇବେ ।
ବୃଷ- ଅଧିକ ବ୍ୟୟର ଯୋଗ ରହିଛି। ମନ ଅସୁବିଧାରେ ପଡ଼ିବ। କ୍ରୋଧରୁ ଦୂରେଇ ରୁହନ୍ତୁ। ପରିବାରରେ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ। ବନ୍ଧୁଙ୍କ ସାହାଯ୍ୟରେ ସମ୍ପତ୍ତିରୁ ଧନ ପ୍ରାପ୍ତ ହୋଇପାରିବ। ବିଦ୍ୟାର୍ଥୀମାନେ ମିଶ୍ର ଫଳ ପ୍ରାପ୍ତ କରିବେ।
ମିଥୁନ- କିଛି ଧାର୍ମିକ କାର୍ଯ୍ୟରେ ଟଙ୍କା ଖର୍ଚ୍ଚ ହେବ। ଚାକିରିରେ ପଦୋନ୍ନତି ହେବାର ସମ୍ଭାବନା ଅଛି। ଜୀବନସାଥୀଙ୍କ ସହିତ ସମ୍ପର୍କ ଭଲ ହେବ । ଅତ୍ୟଧିକ ପରିଶ୍ରମ ସ୍ୱାସ୍ଥ୍ୟକୁ ନଷ୍ଟ କରିପାରେ। ଟଙ୍କା କାରବାରରେ ସାବଧାନ ରୁହନ୍ତୁ।
କର୍କଟ- ଅଧିକ ଆୟର ଯୋଗ ରହିଛି। ଦିନଟି ଆପଣଙ୍କୁ ଉତ୍ତମ ଫଳ ଦେବ। ଅର୍ଥ ନିବେଶ ପାଇଁ ଦିନଟି ଖୁବ୍ ଭଲ ରହିଛି । ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଦେଖା ଦେଇପାରେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଚାକିରି କ୍ଷେତ୍ରରେ ନୂତନ ପଦବୀ ମିଳିପାରେ।
ସିଂହ- କର୍ତ୍ତବ୍ୟ ନିଷ୍ଠ ହୋଇ କାର୍ଯ୍ୟ କରିବେ। ଦିନଟିରେ ଦୃଢ଼ ମନା ହୋଇ କାର୍ଯ୍ୟ କରିବେ। ଅଟକିଥିବା କାର୍ଯ୍ୟ ନିଶ୍ଚିତ ଭାବେ ସଂପୂର୍ଣ୍ଣ ହେବ। ଦୂର ସ୍ଥାନକୁ ଯାତ୍ରା କରିବେ। ଯାହା ଆପଣଙ୍କ ପାଇଁ ମଧ୍ୟ ଲାଭଦାୟକ ପ୍ରମାଣିତ ହେବ।
କନ୍ୟା- ଦାନ ଧର୍ମ କରି ଦିନଟି କାଟିବେ। ମନରେ ସାମାନ୍ୟ ବିଷାଦ ସୃଷ୍ଟି ହୋଇପାରେ। ମନ ଖୁସି ହେବ, କିନ୍ତୁ ଧୈର୍ଯ୍ୟ ବଜାୟ ରଖିବାକୁ ଚେଷ୍ଟା କରନ୍ତୁ। ବାର୍ତ୍ତାଳାପରେ ଶାନ୍ତ ରୁହନ୍ତୁ। ବ୍ୟବସାୟ ବିସ୍ତାର ପାଇଁ ଆପଣ ପରିବାରରୁ ଆର୍ଥିକ ସହାୟତା ପାଇପାରିବେ।
ତୁଳା- ଆର୍ଥିକ ସ୍ଥିତିରେ ସୁଧାର ଦେଖାଦେବ। ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ପାଇ ଖୁସି ହେବେ। ପରିବାରର ସହଯୋଗ ମିଳିବ। ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି। ଅଟକିଥିବା କାର୍ଯ୍ୟର ପୁନଃ ଆରମ୍ଭ ହେବ ।
ବିଛା- ଭାଗ୍ୟର ପୂର୍ଣ୍ଣ ସମର୍ଥନ ପାଇବେ। ବିବାହିତ ଜୀବନରେ ଖୁସି ରହିବ । ସ୍ୱାସ୍ଥ୍ୟ ଦୃଷ୍ଟିରୁ ଫିଟ୍ ଅନୁଭବ କରିବେ । ପୁରୁଣା ସାଙ୍ଗମାନଙ୍କୁ ଭେଟିବାର ସୁଯୋଗ ପାଇବେ। ଛାତ୍ରମାନେ ଭଲ ଫଳାଫଳ ପାଇବେ |
ଧନୁ- ମାନହାନି ହେବାର ସମ୍ଭାବନା ରହିଛି। ଆର୍ଥିକ ସ୍ଥିତି ଦୁର୍ବଳ ହେବ। ଦିନରେ କିଛି ବାଧା ବିଘ୍ନ ଦେଖା ଦେଇପାରେ। କରିଥିବା ଆର୍ଥିକ ଯୋଜନାରୁ ଲାଭ ମିଳିବ। ବିଦ୍ୟାର୍ଥୀମାନେ ପାଠରେ ମନୋନିବେଶ କରିବେ ନାହିଁ। ବ୍ୟବସାୟରେ ମଧ୍ୟମ ଫଳ ମିଳିବ।
ମକର- ପର ଚର୍ଚ୍ଚା କରି ସମୟ ନଷ୍ଟ କରିବେ। ଆର୍ଥିକ ସ୍ଥିତି ଠିକ ରହିବ ନାହିଁ। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ। ଦିନଟି ବ୍ୟସ୍ତ ବହୁଳତାରେ କଟିବ। ପରିବାରରେ ସାଧାରଣ ସମସ୍ୟାକୁ ନେଇ ବିବାଦ ସୃଷ୍ଟି ହେବ ।
କୁମ୍ଭ- ସୁଖ ସମ୍ମାନ ଲାଭ ହେବ। ଭାବପ୍ରବଣତାକୁ ନେଇ କୌଣସି ନିଷ୍ପତ୍ତି ନିଅ ନାହିଁ। ପିଲାମାନଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଛାତ୍ରମାନଙ୍କ ପାଇଁ ସମୟ ଭଲ ରହିବ। ସ୍ୱାସ୍ଥ୍ୟ ମଧ୍ୟମ ରହିବ। ବ୍ୟବସାୟ ଦୃଷ୍ଟିକୋଣରୁ ସମୟ ବହୁତ ଭଲ ରହିବ ।
ମୀନ- ଧନ କ୍ଷୟ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଅଙ୍ଗରେ ଆଘାତ ଲାଗିପାରେ । କର୍ମ କ୍ଷେତ୍ରରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ଅଧିକ ପରିଶ୍ରମ ଯୋଗୁଁ ଆଳସ୍ୟର ବଶବର୍ତ୍ତୀ ହେବେ ହେଲେ ମଧ୍ୟ ସମ୍ମାନ ପ୍ରାପ୍ତିର ଯୋଗ ରହିଛି ।