

ସତ୍ୟଶିଖା( ଭୁବନେଶ୍ୱର )୧୪.୦୫.୨୦୨୨ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । କାଯ୍ରଁ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଇନ୍ଟାକ୍ । ମାମଲା ହାଇକୋର୍ଟରେ ବିଚାରଧୀନ ଥିବାରୁ କାମ ସ୍ଥଗିତ ରହୁ । ଶ୍ରୀମନ୍ଦିର ସୁରକ୍ଷା ନେଇ ଭକ୍ତଙ୍କ ମଧ୍ୟରେ ଉଦ୍ବେଗ ରହିଛି । ରାୟ ଆସିବା ପର୍ଯ୍ୟନ୍ତ ନିର୍ମାଣ ସ୍ଥଗିତ ରହିଲେ ପ୍ରକଳ୍ପ ପାଇଁ ଅସୁବିଧା ନାହିଁ ।