ଆଇଏଏସ ଅଫିସର ସ୍ତରରେ ଅଦଳବଦଳ

ସତ୍ୟଶିଖା(ଭୁବନେଶ୍ୱର) ୨୮ .୦୬.୨୦୨୧: ରାଜ୍ୟ ସରକାର ଆଇଏଏସ ଅଫିସର ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ଭୁବନେଶ୍ଵର ମହାନଗର ନିଗମ ପୂର୍ବତନ କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ପଶ୍ଚିମ ଓଡିଶା ବିକାଶ ପରିଷଦର ସିଇଓ ଭାବେ ନିଯୁକ୍ତ ମିଳିଛି। ଭୂପେନ୍ଦ୍ର ସିଂ ପୁନିଆଙ୍କୁ ଇପିକଲ ପରିଚାଳନା ନିର୍ଦ୍ଦେଶକ କରାଯାଇଥିବା ବେଳେ ଗଜପତି ଜିଲ୍ଲାପାଳ ଅନୁପମ ଶାହାଙ୍କୁ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ କରାଯାଇଛି।  ରାଜ୍ୟ ସରକାର ରବିବାର ଆଇଏଏସ ଅଫିସର ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ଭୁବନେଶ୍ଵର ମହାନଗର ନିଗମ ପୂର୍ବତନ କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ପଶ୍ଚିମ ଓଡିଶା ବିକାଶ ପରିଷଦର ସିଇଓ ଭାବେ ନିଯୁକ୍ତ ମିଳିଛି। ଭୂପେନ୍ଦ୍ର ସିଂ ପୁନିଆଙ୍କୁ ଇପିକଲ ପରିଚାଳନା ନିର୍ଦ୍ଦେଶକ କରାଯାଇଥିବା ବେଳେ ଗଜପତି ଜିଲ୍ଲାପାଳ ଅନୁପମ ଶାହାଙ୍କୁ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ କରାଯାଇଛି।

Exit mobile version