ସତ୍ୟଶିଖା(ପୁରୀ) ୦୮/୧୨/୨୦୨୦ : ବାରମ୍ବାର ଅଭିଯୋଗ ସତ୍ତ୍ବେ ମଧ୍ୟ ଶ୍ରୀଜଗନ୍ନାଥ ସଂସ୍କୃତିର ସୁରକ୍ଷା ପାଇଁ ନିଆଯାଉନାହିଁ ପଦକ୍ଷେପ । ଅନଲାଇନରେ ମହାପ୍ରସାଦ ବିକ୍ରି କରୁଛନ୍ତି ଗୋଟିଏ ପରେ ଗୋଟିଏ ସଂସ୍ଥା । କିଏ ନିର୍ମାଲ୍ୟ ତ ଆଉ କିଏ ବିକ୍ରି କରୁଛି ମହାପ୍ରଭୁଙ୍କ ଦୁର୍ମୁଲ୍ୟ ମହାପ୍ରସାଦ । ପୁଣି ଏମିତି ଏକ ଘଟଣା ସାମ୍ନାକୁ ଆସିଛି । ପିଣ୍ଟେରେଷ୍ଟ ନାମକ ଏକ ଅନଲାଇନ ସଂସ୍ଥା ମହାପ୍ରଭୁଙ୍କ ମହାପ୍ରସାଦ ଓ ଶୁଖିଲା ଭୋଗ ବିକ୍ରି କରୁଥିବା ଜଣାପଡିଛି ।
ମହାପ୍ରସାଦ ଏବେ ବିକ୍ରି ଚାଲିଛି ଅନଲାଇନ୍ ରେ
