ସତ୍ୟଶିଖା( ଭୁବନେଶ୍ୱର )୧୨.୧୧.୨୦୨୨: ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ। ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ରାତିର ତାପମାତ୍ରା। ରାଜ୍ୟରେ ଶୀତର ପ୍ରକୋପ ଆହୁରି ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ, ବଢ଼ିବ ଶୀତ
