ସତ୍ୟଶିଖା( ଭୁବନେଶ୍ୱର )୧୫.୧୦.୨୦୨୨: ଧାମନଗର ଉପନିର୍ବାଚନ କଂଗ୍ରେସ ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ଏହି ଷ୍ଟାର ପ୍ରଚାରକ ତାଲିକାରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ନାଁ ନଥିବାରୁ ଚର୍ଚ୍ଚା ଧୋର ଧରିଛି। ଏହି ତାଲିକାରେ ପ୍ରଭାରୀ ଚେଲା କୁମାର ଓ ସହପ୍ରଭାରୀ ରୁଦ୍ର ରାଜୁ, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ୩ ଜଣ ପୂର୍ବତନ ପିସିସି ମୁଖ୍ୟ ସାମିଲ ଅଛନ୍ତି।
ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶେଶ୍ୱର ଟୁଡ଼ୁଙ୍କ ସମେତ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ଓଡ଼ିଶା ବିଜେପି ପ୍ରଭାରୀ ଡି ପୁରନ୍ଦେଶ୍ୱରୀ, ସହପ୍ରଭାରୀ ସୁନୀଲ ବଂଶଲ, ବିଜୟପାଲ ସିଂ ତୋମର, ସାଂସଦ ଜୁଏଲ ଓରାମ, ପ୍ରତାପ ଷଡ଼ଙ୍ଗୀ, ବସନ୍ତ ପଣ୍ଡା, ଅପରାଜିତା ଷଡ଼ଙ୍ଗୀ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ସମ୍ବିତ ପାତ୍ର,ମନମୋହନ ସାମଲଙ୍କ ସମେତ ରାଜ୍ୟ ସଂଗଠନ ସମ୍ପାଦକ ମାନସ ମହାନ୍ତି ଓ ଦଳର ବିଧାୟକ ମୋହନ ମାଝୀ, ସୁକାନ୍ତ ନାୟକ, ଭାସ୍କର ମଢ଼େଇ, ପ୍ରକାଶ ସୋରେନ, ନବଚରଣ ମାଝୀ, ସନାତନ ବିଜୁଳି, ବୁଧାନ ମୁର୍ମୁ, ଗଣେଶ ରାମ ସିଂ ଖୁଣ୍ଟିଆ ଓ ଅନ୍ୟମାନଙ୍କୁ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରାଯାଇଛି।
-
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । -
ବଜ୍ରପାତରେ ପୋଡ଼ିଗଲା ଲିଙ୍ଗରାଜ ମନ୍ଦିରର ପତାକା । -
ଧନ୍ତେରାସ ପୂର୍ବରୁ ସୁନା ଏବଂ ରୁପା ଦର ଉପରମୁହାଁ l -
କଟକରେ ୩୬ ଘଣ୍ଟା କର୍ଫ୍ୟୁ ବଳବତ୍ତର ରହିଛି । -
ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। -
କଟକରେ ଭସାଣ ବେଳେ ଗଣ୍ଡଗୋଳ । -
ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା । -
ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । -
ହରିୟାଣାର ସୋନିପତ ଜିଲ୍ଲାରେ ଭୂମିକମ୍ପ ଝଟକା। -
ଧରାପୃଷ୍ଠକୁ ଅବତରଣ କରିବେ ମାଆ ଜଗତଜନନୀ ।
