ଅପରାଧରାଜ୍ୟ

କୋଟିଏରୁ ଉର୍ଦ୍ଧ ଟଙ୍କାର ବ୍ରାଉନସୁଗାର ଜବତ

 ସତ୍ୟଶିଖା(ବାଲେଶ୍ୱର) ୧୦.୦୩.୨୦୨୧:  ବାଲେଶ୍ୱରରୁ ଏକ କୋଟିରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ ହୋଇଥିବା ନେଇ ବୁଧବାର ଖବର ମିଳିଛି। ଲକ୍ଷ୍ମଣନାଥ ତନଖି ଫାଟକ ନିକଟରୁ ଜଣେ ବ୍ୟକ୍ତିଙ୍କ ନିକଟରୁ ଦେଢ କେଜିର ବ୍ରାଉନସୁଗାର କ୍ରାଇମବ୍ରାଞ୍ଚ ଏସଟିଏଫ ଚଢାଉ କରି ଜବତ କରିଛି। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Show More
Back to top button