ନ୍ୟୁଜ୍

୩ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପ୍ରମୁଖ ମୋହନ ଭାଗବତ ।

ସତ୍ୟଶିଖା ୧୪/୦୮/୨୦୨୫: ଆଜି କଟକ ସ୍ଥିତ ଜବାହାରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଗୌଡୀୟ ବୈଷ୍ଣବ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍‌ବୋଧନ ଦେବେ। ତା’ପରେ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ଗୋବଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ଵାମୀ ନିଶ୍ଚଳାନନ୍ଦ ସରସ୍ଵତୀଙ୍କୁ ସାକ୍ଷାତ କରିବେ। ଏହାପରେ ୧୫ ତାରିଖ ଦିନ ଓଡିଶାରୁ ପ୍ରତ୍ୟାବର୍ତନ କରିବାର ରହିଛି କାର୍ଯ୍ୟକ୍ରମ ।

Show More
Back to top button