ରାଜନୀତିରାଜ୍ୟ

ପିପିଲି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ : ଆଜି ଠାରୁ ନାମାଙ୍କନ ଦାଖଲ ; ଶେଷ ତାରିଖ ମାର୍ଚ୍ଚ ୩୦

ସତ୍ୟଶିଖା,(ପିପିଲି) ୨୩.୦୩ .୨୦୨୧ : ପିପିଲି ଉପନିର୍ବାଚନ ପାଇଁ ବିଦ୍ଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନବିଜ୍ଞପ୍ତି ଜାରି କରିଛନ୍ତି । ଏହି ବିଜ୍ଞପ୍ତି ଅନୁସାରେ ଆଜି ଠାରୁ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ନାମାଙ୍କନ କରିପାରିବେ ପ୍ରାର୍ଥୀ । ମାର୍ଚ୍ଚ  ୩୦ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ସେହିପରି ନାମାଙ୍କନ ପ୍ରତ୍ୟାହାର ଶେଷ ଦିନ ଏପ୍ରିଲ ୩ ରହିଛି । ଏପ୍ରିଲ ୧୭ରେ ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏଁ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ପଡିବ ଭୋଟ୍ । ଗତବର୍ଷ ପ୍ରଦୀପ ମହାରଥୀଙ୍କ ପରଲୋକ ପରଠାରୁ ଏହି ଆସନ ଖାଲି ପଡିଛି । ପିପିଲି ଉପନିର୍ବାଚନ ପାଇଁ ବିଦ୍ଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନବିଜ୍ଞପ୍ତି ଜାରି କରିଛନ୍ତି । ଏହି ବିଜ୍ଞପ୍ତି ଅନୁସାରେ ଆଜି ଠାରୁ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ନାମାଙ୍କନ କରିପାରିବେ ପ୍ରାର୍ଥୀ । ମାର୍ଚ୍ଚ  ୩୦ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ସେହିପରି ନାମାଙ୍କନ ପ୍ରତ୍ୟାହାର ଶେଷ ଦିନ ଏପ୍ରିଲ ୩ ରହିଛି । ଏପ୍ରିଲ ୧୭ରେ ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏଁ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ପଡିବ ଭୋଟ୍ । ଗତବର୍ଷ ପ୍ରଦୀପ ମହାରଥୀଙ୍କ ପରଲୋକ ପରଠାରୁ ଏହି ଆସନ ଖାଲି ପଡିଛି ।

Show More
Back to top button