ସତ୍ୟଶିଖା(ଭୁବନେଶ୍ୱର )୧୭.୧୧.୨୦୨୨: ୩ ପ୍ରମୁଖ ଦାବି ମଧ୍ୟରେ ପାଇକମାଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏରିଆ ହସ୍ପିଟାଲ ଘୋଷଣା, ପାଇକମାଳକୁ ବିଜ୍ଞପିତ ପରିଷଦ ଅଞ୍ଚଳ ଘୋଷଣା ଓ ପଦ୍ମପୁରକୁ ଜିଲ୍ଲା ଘୋଷଣା ନିମନ୍ତେ ଦାବି ହୋଇଛି। ସ୍ଥାନୀୟ ଅଞ୍ଚଳର ଅନେକ ସଂଗଠନ ଓ ସଂଘର କର୍ମକର୍ତ୍ତା ଏହି ବନ୍ଦରେ ସାମିଲ ହୋଇଛନ୍ତି। ବନ୍ଦ ଯୋଗୁଁ ସମସ୍ତ ଦୋକାନ ବଜାର ,ସରକାରୀ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ତେବେ ଯାନବାହାନ ଚଳାଚଳ ସ୍ୱାଭାବିକ ରହିଛି ।
ଏନଏସି ଦାବିରେ ଆଜିଠାରୁ ଦୁଇ ଦିନ ପାଇକମାଲ ବନ୍ଦ
