ଅପରାଧନ୍ୟୁଜ୍ରାଜ୍ୟ

ବରିଷ୍ଠ କିରାଣୀ ଭିଜିଲାନ୍ସ ଜାଲରେ

ସତ୍ୟଶିଖା (ଭୁବନେଶ୍ୱର) ୧୨/୧୧/୨୦୨୦ : ଭିଜିଲାନ୍ସ ଜାଲରେ ପଡିଲେ ବରିଷ୍ଠ କିରାଣୀ । ଭୁବନେଶ୍ୱର ଉପ ଜିଲ୍ଲାପାଳ କାର୍ଯ୍ୟାଳୟ କିରାଣୀ ଉଦୟନାଥ ଜେନାଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌ର ଚଢାଉ କରିଛି ।

ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି ରହିଥିବା ଜଣାପଡିଛି । ଭୁବନେଶ୍ୱର ଉପ ଜିଲ୍ଲାପାଳ କାର୍ଯ୍ୟାଳୟ, ସୁନ୍ଦରପଦା ଏବରାଙ୍ଗ ସ୍ଥିତ ବାସଭବନ, କେନ୍ଦ୍ରାପଡା ରାଜନଗର ଇନ୍ଦୁଲପୁର ସ୍ଥିତ ପୈତୃକ ଘରେ ଏକକାଳୀନ ଚଢାଉ ଚାଲିଛି ।

Show More
Back to top button