ସତ୍ୟଶିଖା (ମୁମ୍ବାଇ) ୧୧/୧୧/୨୦୨୦ : ଟିଭି ଶୋ ‘ରାମାୟଣ’ର ସୀତା ଓରଫ ଦୀପିକା ଚିଖଲିୟା ସୋସିଆଲ୍ ମିଡିଆରେ ଏକ ଭିଡିଓ ସେୟାର କରିଛନ୍ତି । ଏଥିରେ ରାନୁ ମଣ୍ଡଲ ପ୍ରଶଂସକଙ୍କୁ ନିଜ ନୂଆ ପ୍ରୋଜେକ୍ଟ ବିଷୟରେ ସୂଚନା ଦେଉଥିବାର ନଜର ଆସିଛନ୍ତି । ଫିଲ୍ମ ‘ସରୋଜିନୀ’ରେ ଦୀପିକା ଚିଖଲିୟା,ସରୋଜିନୀ ନାଇଡ଼ୁଙ୍କ ଭୂମିକାରେ ଅଭିନୟ କରୁଛନ୍ତି । ଫିଲ୍ମର ଗୀତ ରାନୁ ମଣ୍ଡଲ ଗାଇବେ ।
ରାନୁ ମଣ୍ଡଲଙ୍କୁ ବିଗ୍ ପ୍ରୋଜେକ୍ଟରେ ମିଳିଲା ଚାନ୍ସ
