ସତ୍ୟଶିଖା( ଭୁବନେଶ୍ୱର )୧୬.୦୯ . ୨୦୨୨: ଆବଶ୍ୟକ ସାମଗ୍ରୀ: ପନିର, କଟା ପିଆଜ, କଟା ରସୁଣ, କଟା ଅଦା, କଟା କଞ୍ଚାଲଙ୍କା, ପିଆଜ-ଅଦା-ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଟମାଟୋ ସସ୍, ଚିଲି ସସ୍, ଖାଇବା କଲର୍, ଗରମ ମସଲା ଗୁଣ୍ଡ ଓ ତେଲ
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ପନିରକୁ ଛୋଟ ଛୋଟ ପିସ୍ କରି କାଟି ଦିଅନ୍ତୁ। ତେଲ ଗରମ କରି ଏଗୁଡ଼ିକୁ ଲାଲ୍ ହେବା ଯାଏ ଭାଜି ଏକ ପାତ୍ରରେ କାଢ଼ି ରଖନ୍ତୁ।