ଅପରାଧନ୍ୟୁଜ୍ରାଜ୍ୟ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ଛୁରାମାଡ଼

ସତ୍ୟଶିଖା( ଭୁବନେଶ୍ୱର )୦୩.୦୯ . ୨୦୨୨:  ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ  ଛୁରାମାଡ଼ ହୋଇଛି। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସ୍ଥିତ ଲକ୍ଷ୍ମୀସାଗର କଦଳୀଗୋଦାମ ଅଞ୍ଚଳରେ। ଆହତ ବ୍ୟକ୍ତି ଜଣଙ୍କ ହେଲେ ଶେଖ ଅବଦୁଲ। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅବଦୁଲଙ୍କ ପେଟ ଓ ପିଞ୍ଜରାରେ ଗଭୀର ଆଘାତ ଲାଗିଛି।

Show More
Back to top button