ରାଶିଫଳ

ଶନିବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ l

ସତ୍ୟଶିଖା ( ଶନିବାର ) ୧୫ .୦୮.୨୦୨୦ :

ମେଷ – ପାରିବାରିକ ଓ କର୍ମ କ୍ଷେତ୍ରରେ ପାରିପାଶ୍ୱିର୍କ ପରିସ୍ଥିତି ଅନେକାଂଶରେ ଭଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।

ବୃଷ – ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରୋ ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ମିଥୁନ – ପରିସ୍ଥିତି ବଦଳି ଯିବା କାରନରୁ କାର୍ଯ୍ୟଟି ସ୍ଥଗିତ ରହିଯାଇପାରେ । ନିଜ ଇଚ୍ଛା ଅନୁସାରେ କୌଣସି କାମ କରି ପରିବାରକୁ ସମାଲୋଚିତ ହେବାକୁ ପଡିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

କର୍କଟ – କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି କୌଣସି ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ । ଉଚ୍ଚ ବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନକୁ ଉତ୍ସାହିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ସିଂହ – କର୍ମକ୍ଷେତ୍ରରେ ଉଚ୍ଚ ବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହ-ଯୋଗ ପାଇବେ । ନିକଟ ସମ୍ପର୍କୀୟମାନଙ୍କ ସାହାର୍ଯ୍ୟରୁ ବହୁତ ଦିନରୁ ଖୋଜୁ ଥିବା ଜିନିଷ ପାଇବୋ ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

କନ୍ୟା – ପାରିବାରିକ ଜୀବନରେ ସ୍ନେହ , ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ । ଅତି ନିକଟରେ ରହୁଥିବା ବନ୍ଧୁମାନଙ୍କ ସାହାର୍ଯ୍ୟ ରୁ ଉତ୍ସାହିତ ହେବୋ ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।

ତୁଳା – କର୍ମକ୍ଷେତ୍ରରେ କେତେକ ସମସ୍ୟା ଓ ପ୍ରତି ବନ୍ଧକ ଆସିବ ତଥାପି କାମ ଅଟକିବ ନାହିଁ । ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବୋ ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ବିଛା – ପାରିବାରିକ ସମସ୍ୟା ଚିନ୍ତା କରି ମନ ଭାରାକ୍ରାନ୍ତ ରହିବ । କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।

ଧନୁ – ପାରିବାରିକ କ୍ଷେତ୍ରରେ ଉଲ୍ଲେଖନୀୟ କାମ କରି ଉଚ୍ଚ ପ୍ରଶଂସିତ ହେବେ । ରାଜନୀତିର ନେତୃତ୍ୱ ନେ ପ୍ରଶଂସିତ ହେବୋ ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୩ ।

ମକର – ପାରିବାରିକ ଅସ୍ଥିରତା କାରଣରୁ ମାନସିକ ସ୍ୱାସ୍ଥ୍ୟ ଭଲ ରହି ନ ପାରେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାମ  କଲେ ଉପକୃତ ହେବେ । ଶୁଭ ରଙ୍ଗ ଗାଢ ଗ୍ରୀନ୍ । ଶୁଭ ଅଙ୍କ ୬ ।

କୁମ୍ଭ – ହାତକୁ ନେଇ ଥିବା କାମଗୁଡିକ ଅତି ସହଜ ଓ ସୁବିଧାରେ ସମ୍ପନ୍ନ୍ ହୋଇଯିବ । ଆଦାୟ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।

ମୀନ – ବନ୍ଧୁ ସମ୍ପର୍କରେ ଅବନ୍ନତି ଘଟିବା ପାଇଁ ଚେଷ୍ଟା କଲେ ଅବଶ୍ୟ ଉପକୃତ ହେବେ । ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।

Show More
Back to top button