ସତ୍ୟଶିଖା (ଭୁବନେଶ୍ୱର )୦୬.୧୧.୨୦୨୩ : ଭୁବନେଶ୍ୱରରୁ କୋରାପୁଟ ଜିଲ୍ଲା ଜୟପୁରକୁ ଉଡ଼ିଲା ଦ୍ୱିତୀୟ ବିମାନ। ଭୁବନେଶ୍ୱରରୁ ସକାଳ ୭ଟା ୧୫ରେ ଛାଡ଼ିବା ପରେ ଜୟପୁରରେ ୮ଟା ୪୦ ମିନିଟରେ ପହଞ୍ଚିଛି ବିମାନ। ଏହାପରେ ୯ଟାରେ ଜୟପୁରରୁ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଛି ବିମାନ। ସପ୍ତାହକୁ ଦୁଇ ଦିନ ସୋମବାର ଓ ଶୁକ୍ରବାର ଇଣ୍ଡିଆ ୱାନ୍ ପକ୍ଷରୁ ବିମାନ ଚଳାଚଳ କରିବ।
ଜୟପୁରକୁ ଉଡ଼ିଲା ଦ୍ୱିତୀୟ ବିମାନ
