ସତ୍ୟଶିଖା (ନୂଆଦିଲ୍ଲୀ) ୧୩/୧୧/୨୦୨୦ : ବାରାକ ଓବାମାଙ୍କ ନୂଆ ପୁସ୍ତକ ‘ଏ ପ୍ରମିସ୍ଡ ଲ୍ୟାଣ୍ଡ୍’ ଏବେ ଚର୍ଚ୍ଚାରେ ରହିଛି । ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏହା ପୂର୍ବରୁ ମଧ୍ୟ ଅନେକ ପୁସ୍ତକ ଲେଖିଛନ୍ତି । ସବୁଠାରୁ ବଡ କଥା ହେଉଛି ଯେ, ଓବାମା ଏହି ପୁସ୍ତକରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବାବଦରେ ମଧ୍ୟ ଉଲ୍ଲେଖ କରିଛନ୍ତି ।
ବାରାକ ଓବାମାଙ୍କ ପୁସ୍ତକରେ କିଛି ନୂଆ କଥା !
