ରାଜ୍ୟଶିକ୍ଷା

ଆଜିଠୁ ୟୁଟ୍ୟୁବରେ ପାଠ ପଢିବେ ଛାତ୍ରଛାତ୍ରୀ

ସତ୍ୟଶିଖା(ଭୁବନେଶ୍ୱର) ୨୧.୦୬.୨୦୨୧: ଆଜିଠୁ ୟୁବ୍ୟୁବରେ ପାଠ ପଢିବେ ଛାତ୍ରଛାତ୍ରୀ । ଏନେଇ ଓସେପା ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଆଜି ଅର୍ଥାତ ଜୁନ 21ରୁ ଜୁଲାଇ 7 ତାରିଖ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ୟୁଟ୍ୟୁବରେ ପାଠ ପଢିବେ । ଜିଲ୍ଲାସ୍ତରରେ ଗୋଟିଏ ଲେଖାଏଁ ସ୍କୁଲ ଚୟନ କରାଯାଇ ସମ୍ପୃକ୍ତ ସ୍କୁଲରେ ୟୁଟ୍ୟୁବରେ ସିଧାପ୍ରସାରଣ ବ୍ୟବସ୍ଥା କରାଯାଇଛି । ଭୁବନେଶ୍ବର: ଆଜିଠୁ ୟୁବ୍ୟୁବରେ ପାଠ ପଢିବେ ଛାତ୍ରଛାତ୍ରୀ । ଏନେଇ ଓସେପା ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଆଜି ଅର୍ଥାତ ଜୁନ 21ରୁ ଜୁଲାଇ 7 ତାରିଖ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ୟୁଟ୍ୟୁବରେ ପାଠ ପଢିବେ । ଜିଲ୍ଲାସ୍ତରରେ ଗୋଟିଏ ଲେଖାଏଁ ସ୍କୁଲ ଚୟନ କରାଯାଇ ସମ୍ପୃକ୍ତ ସ୍କୁଲରେ ୟୁଟ୍ୟୁବରେ ସିଧାପ୍ରସାରଣ ବ୍ୟବସ୍ଥା କରାଯାଇଛି ।

Show More
Back to top button