ସତ୍ୟଶିଖା ୧୯/୦୧/୨୦୨୧ : ଉପକୂଳ ଓ ସଂଲଗ୍ନ ଆଭ୍ୟନ୍ତର ଓଡ଼ିଶାରେ ଆସନ୍ତା ୨ ଦିନ ଘନ କୁହୁଡ଼ି ଦେଖାଯିବ । ଆସନ୍ତାକାଲି ସକାଳୁ ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା,…