ବାସ୍ତୁଶାସ୍ତ୍ରରାଶିଫଳ

ଶନିବାର ରାଶିଫଳ: କେମିତି କଟିବ ଆଜିର ଦିନ

ସତ୍ୟଶିଖା( ଭୁବନେଶ୍ୱର )୨୫.୦୬. ୨୦୨୨ :

ମେଷ: ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟି ହେବ । ବ୍ୟବସାୟିକ କ୍ଷେତ୍ରରେ ଲାଭବାନ ହେବେ ।

ବୃଷ: ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ପ୍ରତିଯୋଗିତାମୂଳକ ପରୀକ୍ଷା ଓ ସାକ୍ଷାତାକାରରେ ଉଚ୍ଚ ପ୍ରଶଂସିତ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତାର ସହ ଯାତାୟାତ କରିବା ଉଚିତ ।

ମିଥୁନ: ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ ।

କର୍କଟ: ସାଂଗଠନିକ କାର୍ଯ୍ୟରେ ଅଂଶଗ୍ରହଣ କରି ପ୍ରଶଂସା ପାଇବେ । କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ। ବିଦେଶ ଯାତ୍ରାରେ ସଫଳ ହେବା ସହ ଉତ୍ସାହ ଉଲ୍ଲାସରେ ଆଜି ସମୟ ଅତିବାହିତ କରିବେ ।

ସିଂହ: ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ।  ପରିବାରର କେତେକ ସମସ୍ୟା ସମାଧାନ ହୋଇ ବନ୍ଧୁଙ୍କ ସହଯୋଗରେ ସୁଖପ୍ରାପ୍ତି ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ  ।

କନ୍ୟା: ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନ ପନ୍ଥା ଅନୁସରଣ କରିପାରନ୍ତି। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ ।

Show More
Back to top button