ରାଜ୍ୟ
ରାଜ୍ୟରେ କରୋନାରେ ଗଲା ୬ ମୁଣ୍ଡ


ଭୁବନେଶ୍ୱର(ସତ୍ୟଶିଖା): ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
The post ରାଜ୍ୟରେ କରୋନାରେ ଗଲା ୬ ମୁଣ୍ଡ appeared first on satyasikha.
[ad_2]