ଖେଳନ୍ୟୁଜ୍

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ଦୂତି ଚାନ୍ଦଙ୍କୁ ଅଭିନନ୍ଦନ ଜଣାଇଲେ l

ସତ୍ୟଶିଖା ୨୧ . ୦୮.୨୦୨୦ : କ୍ରୀଡ଼ା ଜଗତର ସମ୍ମାନଜନକ ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଦ୍ରୁତତମ ଧାବିକା ଦୂତି ଚାନ୍ଦଙ୍କୁ ଟ୍ୱିଟ୍ ଜରିଆରେ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଆ ଝିଅ ଦୂତି ଓଡ଼ିଶାକୁ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଗର୍ବିତ କରିଛନ୍ତି । ତାଙ୍କର ଏହି ସଫଳତା ଯୁବପିଢିଙ୍କୁ ପ୍ରେରଣା ଯୋଗାଇବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ।

 

Show More
Back to top button