ସତ୍ୟଶିଖା ୦୧/୦୨/୨୦୨୧ : ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ । କଟକ କନିକା ଛକ ସ୍ଥିତ ସନ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ନିଆଁକୁ ଆୟତ୍ତ କରିବାକୁ ଦମକଳ ବାହିନୀର ପ୍ରୟାସ ଜାରି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଥିବା ବେଳେ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।
କଟକ କନିକା ଛକ ସ୍ଥିତ ‘ସନ ହସ୍ପିଟାଲ’ରେ ଭୟଙ୍କର ଅଗ୍ନିକାଣ୍ଡ
