ସତ୍ୟଶିଖା(ଭୁବନେଶ୍ୱର ) ୧୭ .୦୧.୨୦୨୨ : ପୁଣିଥରେ ରାଜଧାନୀ ଭୁବନେଶ୍ୱରରେ ଛୁରାମାଡ଼ ହୋଇଥିବା ଜଣାପଡ଼ିଛି । ପାପାରିବାରିକ କଳହରୁ ସ୍ତ୍ରୀକୁ ସ୍ୱାମୀ ଛୁରି ଭୁସିଥିବା ଜଣାପଡ଼ିଛି । ଏଡି ଘଟଣା ଘଟିଛି ଲକ୍ଷ୍ମୀସାଗର ଥାନା ବଙ୍ଗାଳିବସ୍ତିରେ । ମହିଳାଙ୍କ ଅବସ୍ଥା ଗୁରୁତର ହୋଇଥିବା ବେଳେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଅଭିଯୁକ୍ତ ସ୍ୱାମୀକୁ ଲକ୍ଷ୍ମୀସାଗର ପୋଲିସ୍ ଥାନାରେ ଅଟକ ରଖିଛି ।
ପୁଣି ରାଜଧାନୀ ଭୁବନେଶ୍ୱରରେ ଛୁରାମାଡ଼, ପାରିବାରିକ କଳହରୁ ରକ୍ତପାତ
