ସତ୍ୟଶିଖା (ନୂଆଦିଲ୍ଲୀ) ୩୧/୧୨/୨୦୨୦ : ସିବିଏସ୍ଇ ବୋର୍ଡ ପରୀକ୍ଷା ନେଇ ଆଜି ଘୋଷଣା ହେବ ତାରିଖ । ଏନେଇ ପୂର୍ବରୁ ଟ୍ୱିଟ୍ କରି ସୂଚନା ଦେଇଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ୍ । ଆଜି ଦିନ ୧୧ଟାରେ କେନ୍ଦ୍ରମନ୍ତ୍ରୀ ସୋସିଆଲ ମିଡ଼ିଆରେ ସିଧାସଳଖ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ସହ ଚର୍ଚ୍ଚା କରିବେ ।
ଆଜି ଘୋଷଣା ହେବ ସିବିଏସ୍ଇ ବୋର୍ଡ ପରୀକ୍ଷା ତାରିଖ
