ସତ୍ୟଶିଖା (ଭୁବନେଶ୍ୱର) ୨୭/୧୧/୨୦୨୦ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ପରୀ’ ମୃତ୍ୟୁ ମାମଲାର ଏସଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ବିଧାନସଭାରେ ଏହି ବିଷୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ ବିଧାନସଭାକୁ ସୁରୁଖୁରୁ ଭାବେ ଚଳାଇବା ଲାଗି ବିରୋଧୀ ଦଳର ସଦସ୍ୟମାନଙ୍କୁ ଅନୁରୋଧ କରିଛନ୍ତି ।
‘ପରୀ’ ମୃତ୍ୟୁ ମାମଲାର ଏସଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
