ସତ୍ୟଶିଖା (ନୂଆଦିଲ୍ଲୀ) ୨୬/୦୧/୨୦୨୧ : କୋଭିଡ କଟକଣା ଭିତରେ ଆଜି ସାରା ଦେଶ ପାଳୁଛି ସାଧାରଣତନ୍ତ୍ର ଦିବସ । ୧୯୫୦ ମସିହା ଜାନୁଆରୀ ୨୬ ତାରିଖରେ ଦେଶରେ ସମ୍ବିଧାନ ପ୍ରଣୟନ କରାଯାଇଥିଲା । ସେହି ଦିନକୁ ରାଷ୍ଟ୍ରୀୟ ଉତ୍ସବ ଭାବେ ପାଳନ କରାଯାଉଛି ।ଆଜି ସାଧାରଣତନ୍ତ୍ର ଦିବସ । ରାଜଧାନୀରେ ଆୟୋଜନ ହେବ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ । ଏଥର କୋଭିଡ କଟକଣା ଭିତରେ ହେବ ପରେଡ ଉତ୍ସବ ।
ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ
