ସତ୍ୟଶିଖା (କଟକ) ୦୩/୧୨/୨୦୨୦ : ହାଇକୋର୍ଟରେ ପରୀ ମୃତ୍ୟୁ ମାମଲାର ଶୁଣାଣି । ପରୀ ପରିବାରକୁ ସୁରକ୍ଷା ଦେବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ନୟାଗଡ ଏସପିଙ୍କୁ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ । ଘଟଣା ସମ୍ପର୍କରେ ସବିଶେଷ ତଥ୍ୟ କୋର୍ଟଙ୍କୁ ଜଣାଇବାକୁ ନିର୍ଦ୍ଦେଶ । ଆସନ୍ତା ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି ।
ହାଇକୋର୍ଟରେ ‘ପରୀ’ ପ୍ରସଙ୍ଗ
