ସାରା ରାଜ୍ୟକୁ ଛୁଇଁଲା ମୌସୁମୀ

ସତ୍ୟଶିଖା(ଭୁବନେଶ୍ୱର)୨୦.୦୬. ୨୦୨୨ : ସାରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏନେଇ ଟ୍ଵିଟ୍ କରି ସୂଚନା ଦେଇଛି। ସୂଚନାନୁଯାୟୀ, ମୌସୁମୀ ପ୍ରଭାବରେ ଆଜି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। କନ୍ଧମାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ ଓ କଟକ ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ।

Exit mobile version