ହାଇକୋର୍ଟ ଗଲା ବହୁ ଚର୍ଚ୍ଚିତ ଅର୍ଚ୍ଚନା ମାମଲା

ସତ୍ୟଶିଖା( କଟକ )୧୪.୧୦.୨୦୨୨: ହାଇକୋର୍ଟ ଗଲା ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲା। ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଘଟଣାର ଇଡି ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା ପହଞ୍ଚିଥିବା ବେଳେ କେନ୍ଦ୍ର, ରାଜ୍ୟ ସରକାର, ଇଡି, ମୁଖ୍ୟ ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଛି। ଡିଜିପି ଏବଂ ଭୁବନେଶ୍ୱରର ଦୁଇ ଥାନାର ଆଇଆଇସିଙ୍କୁ ମଧ୍ୟ ପକ୍ଷଭୁକ୍ତ କରାଯାଇଛି।

Exit mobile version