ସତ୍ୟଶିଖା (ଭୁବନେଶ୍ୱର) ୧୦.୧୦.୨୦୨୦ : ସିଲ୍ ହେଲା ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସାଂସଦଙ୍କ ପଳାସପଲ୍ଲୀ ସ୍ଥିତ କାର୍ଯ୍ୟାଳୟକୁ ସିଲ୍ କରାଯାଇଛି । କାର୍ଯ୍ୟାଳୟରେ ଜନ୍ମଦିନ ପାଳନ କରିଥିଲେ ସାଂସଦ ଅପରାଜିତା ଷଡଙ୍ଗୀ । ଜନ୍ମଦିନ ପାଳନ ବେଳେ କୋଭିଡ୍ ନିୟମ ଉଲଂଘନ ହୋଇଥିବା ଅଭିଯୋଗ ହୋଇଥିଲା ।
ସିଲ୍ ହେଲା ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ, ସେପଟେ ଡିସିପି ଅଫିସ୍ରେ ଫେରାଦ ହେଲେ କୋଭିଡ୍ ଯୋଦ୍ଧା l
