ରାଶିଫଳ

ସୋମବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ l

ସତ୍ୟଶିଖା ( ସୋମବାର ) ୨୪ . ୦୮.୨୦୨୦ :

ମେଷ – ମନରେ ଅହଂଭାବ ପୋଷଣ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ସାମାନ୍ୟ ଚକ୍ଷୁ ପୀଡା ସାମୟିକ ଭାବେ ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ବୃଷ – କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନ ଲାଭ ହୋଇପାରେ । ଲଟେଏରୀ ଉଠାଣ ଫଳ ସପକ୍ଷରେ ଯାଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ମିଥୁନ – ତର୍କର ସମ୍ମୁଖୀନ ହୋଇପାରନ୍ତି । ଉଦାର ସ୍ୱଭାବର ହେବେ । ଦାରିଦ୍ର‌୍ୟ ଦୂରୀକରନରେ ସହାୟକ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

କର୍କଟ – କର୍ମକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁର ଭାଷା ଅନ୍ୟ ମାନଙ୍କୁ ମୋହିତ କରିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ସିଂହ – ଆଶାବାଦୀ ଓ ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱଯୁକ୍ତ ହେବେ । ଧନଧାନୟରେ ଭଣ୍ଡାର ପରିପୂର୍ଣ୍ଣ ହେବାର ସୂଚନା ମିଳୁଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

କନ୍ୟା – କାର୍ଯ୍ୟଟିକୁ ଆୟତାଧୀନ କରିପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ରାଜ କୋଷ ଅର୍ଥ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ତୁଳା – ହାତଛଡା ହୋଇଥିବା କାର୍ଯ୍ୟକୁ ପୁଣି କରାୟତ କରିପାରନ୍ତି । ବ୍ୟାୟାଧିକ ହେବାର ସୂଚନା ମିଳୁଛି । କର୍ମଚଞ୍ଚଳ ରହିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ବିଛା – ବିଭିନ୍ନ ସ୍ତରରୁ ଧନ ଲାଭର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । କର୍ମଚଞ୍ଚଳ ରହିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ଧନୁ – ଶ୍ରମ ସାର୍ଥକ ଓ କୁଳଦୀପକ ହେବେ । ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ । ସରକାରୀ ଅର୍ଥ ମିଳିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

ମକର – ସେବା-ପୂଜାରେ ନିମଗ୍ନ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ଦିନଟି ।ତିବାହିତ କରିପାରନ୍ତି । ସୁଖ-ସମୃଦ୍ଧି ପୂର୍ଣ୍ଣ ଜୀବନ ଯାପନ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

କୁମ୍ଭ – ଯାହା କରିବେ, ତାହା ଠିକ୍ ବାଟରେ ଚାଲିବ । ଆମୋଦ-ପ୍ରମୋଦରେ କିଛି ସମୟ ବିତାଇପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ମୀନ – ବିନା ପରିଶ୍ରମରେ ଲାଭବାନ୍ ହେବେ । ସୁଖ-ସନ୍ତୋଷ ଲାଭ କରିପାରନ୍ତି । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।

Show More
Back to top button