ସତ୍ୟଶିଖା (ଭୁବନେଶ୍ୱର) ୧୨/୧୨/୨୦୨୦ : ଟାଟା ମୋଟର୍ସରେ ଚାକିରି କରାଇଦେବା ନାଁରେ ଠକେଇ କରିଥିଲେ ଆକାଶ ପାଠକ । ଏନେଇ ଭାବି ଶଶ୍ୱୁର ଓ ସହଯୋଗୀଙ୍କ ପାଖକୁ ଆସୁଥିଲା ବିପୁଳ ପରିମାଣର ଟଙ୍କା । ପ୍ରେସମିଟରେ ଏନେଇ ସୂଚନା ଦେଇଛନ୍ତି କ୍ରାଇବ୍ରାଂଚ ଏଡିଜି । ୬ ଜଣ ବ୍ୟକ୍ତିଙ୍କ ଅଭିଯୋଗ ଆଧାରରେ ତଦନ୍ତ ହୋଇଥିଲା । ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ସହଯୋଗୀଙ୍କ ପାଖକୁ ଚାକିରି କରାଇଦେବା ନେଇ ଟଙ୍କା ଆସୁଥିଲା ।
ଆକାଶ ପାଠକ ଓ ପ୍ରଦୀପ ପାଣିଗ୍ରାହୀଙ୍କ ଘୋଟଲା ଧୀରେ ଧୀରେ ଖୋଲିବା ରେ ଲାଗିଛି
