ସତ୍ୟଶିଖା : ୨୨/୦୧/୨୦୨୫ : ବୁଧବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ବାଜିପାରେ ମୋହର ।
ଖବର ଅନୁଯାୟୀ, ବୁଧବାର ଦିନ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ତେବେ ଆଜିର ବୈଠକରେ କେଉଁ ସବୁ ନିଷ୍ପତ୍ତି ନିଆଯିବ । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ହେଲେ ମିଳିଥିବା ଖବର ଅନୁସାରେ, କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ କ୍ୟାବିନେଟ୍ର ମୋହର ।