
ସତ୍ୟଶିଖା ୫ .୦୯.୨୦୨୦: ସ୍ୱାମୀଙ୍କ ବିରୋଧରେ କୋର୍ଟ ଗଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନି । ଘରୋଇ ହିଂସା ଓ ମାନସିକ ଅତ୍ୟାଚାର ଅଭିଯୋଗ ଆଣିଲେ ଅନୁଭବଙ୍କ ପତ୍ନୀ । କଟକ ଏସଡିଜେଏମ କୋର୍ଟରେ ଅଭିଯୋଗ କରିଛନ୍ତି ବର୍ଷା ।
ଏନେଇ ପ୍ରତିକ୍ରିୟା ରଖିଛନ୍ତି ସାଂସଦ ଅନୁଭବ ମହାନ୍ତି । କହିଛନ୍ତି, ତାଙ୍କ ପାଖକୁ କୌଣସି ଲିଗାଲ ନୋଟିସ ଆସି ନାହିଁ ।
