ନ୍ୟୁଜ୍ରାଜ୍ୟ

ସ୍ଥଗିତ ରହିଲା ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବ

ସତ୍ୟଶିଖା(ବରଗଡ଼) ୧୧.୧୨.୨୦୨୧: ସ୍ଥଗିତ ରହିଲା ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବ । ଡିସେମ୍ବର ଗାଇଡଲାଇନକୁ ନେଇ ଧନୁଯାତ୍ରାକୁ ସ୍ଥଗିତ ରଖାଯାଇଥିବାବେଳେ ଜାନୁୟାରୀ ମାସର ଗାଇଡଲାଇନ୍ ଆସିଲେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ । ବରଗଡ଼ ଜିଳ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଜିଲ୍ଲାପାଳ ତଥା ଧନୁଯାତ୍ରା କମିଟି ଅଧ୍ୟକ୍ଷ ମୋନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଡିସେମ୍ବର ଗାଇଡ଼ଲାଇନ ଅନୁସାରେ ଧନୁଯାତ୍ରା ଆୟୋଜନ ସମ୍ଭବ ନୁହେଁ ବୋଲି ନିଷ୍ପତ୍ତି ନିଆଯାଇଛି । ବରଗଡ଼ ଜିଳ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଜିଲ୍ଲାପାଳ ତଥା ଧନୁଯାତ୍ରା କମିଟି ଅଧ୍ୟକ୍ଷ ମୋନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଡିସେମ୍ବର ଗାଇଡ଼ଲାଇନ ଅନୁସାରେ ଧନୁଯାତ୍ରା ଆୟୋଜନ ସମ୍ଭବ ନୁହେଁ ବୋଲି ନିଷ୍ପତ୍ତି ନିଆଯାଇଛି ।

Show More
Back to top button