

ସତ୍ୟଶିଖା(ଭୁବନେଶ୍ୱର ) ୨୮.୧୨.୨୦୨୧: ଆଜିଠୁ ମାଟ୍ରିକ୍ ସମେଟିଭ-୧ ପରୀକ୍ଷା ଲାଗି ବୋର୍ଡ ପକ୍ଷରୁ ପରୀକ୍ଷାର୍ଥୀ ଆଡମିଟ୍ କାର୍ଡ ବଣ୍ଟାଯିବ। ଏଥିଲାଗି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ପକ୍ଷରୁ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏଥିଲାଗି ବୋର୍ଡ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ବିଭିନ୍ନ ପରୀକ୍ଷା ସେଣ୍ଟରଗୁଡ଼ିକୁ ଆଡମିଡ୍ କାର୍ଡ ପଠାଇ ଦିଆଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକମାନେ ପରୀକ୍ଷା ସେଣ୍ଟରରୁ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ନେଇ ନିଜ ବିଦ୍ୟାଳୟରେ ବାଣ୍ଟି ପାରିବେ ବୋଲି ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି । ଆଜିଠୁ ମାଟ୍ରିକ୍ ସମେଟିଭ-୧ ପରୀକ୍ଷା ଲାଗି ବୋର୍ଡ ପକ୍ଷରୁ ପରୀକ୍ଷାର୍ଥୀ ଆଡମିଟ୍ କାର୍ଡ ବଣ୍ଟାଯିବ। ଏଥିଲାଗି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ପକ୍ଷରୁ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏଥିଲାଗି ବୋର୍ଡ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ବିଭିନ୍ନ ପରୀକ୍ଷା ସେଣ୍ଟରଗୁଡ଼ିକୁ ଆଡମିଡ୍ କାର୍ଡ ପଠାଇ ଦିଆଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକମାନେ ପରୀକ୍ଷା ସେଣ୍ଟରରୁ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ନେଇ ନିଜ ବିଦ୍ୟାଳୟରେ ବାଣ୍ଟି ପାରିବେ ବୋଲି ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି ।