ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଜି 625 କରୋନା ଆକ୍ରାନ୍ତ ଚିହ୍ନଟ

ସତ୍ୟଶିଖା(ଭୁବନେଶ୍ୱର ) ୨୪.୦୮ .୨୦୨୧: ଆଜି ରାଜ୍ୟରେ 625 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ 366 ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି 259। ଏହାସହ 80 ଛୋଟ ପିଲାଙ୍କୁ ଆକ୍ରାନ୍ତ କରିଛି କରୋନା।

Show More
Back to top button