ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

୮ ଜିଲାରୁ ୧୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

ସତ୍ୟଶିଖା( ଭୁବନେଶ୍ୱର)୧୮.୦୪.୨୦୨୨: ରାଜ୍ୟରେ ଦିନକରେ ଆଉ ୧୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨,ସଙ୍ଗରୋଧରୁ ୮, ସ୍ଥାନୀୟ ୫।ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨,୮୭,୯୩୫କୁ ବୃଦ୍ଧି ପାଇଛି। ୧୨,୭୮,୬୫୨ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୦୭ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୮ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୧, ବଲାଙ୍ଗୀର ୨, କଟକ ୧, କେନ୍ଦ୍ରାପଡା ୨, ଖୋର୍ଦ୍ଧା ୨, ପୁରୀ ୧, ସମ୍ବଲପୁର ୩, ସୋନପୁର ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Show More
Back to top button