ସତ୍ୟଶିଖା (ନୂଆଦିଲ୍ଲୀ) ୦୮.୧୦.୨୦୨୦ : ଆଜି ଭାରତୀୟ ବାୟୁସେନା ଦିବସ । ଚଳିତ ବର୍ଷ ବାୟୁସେନା ଦିବସରେ ଚମକ ଦେଖାଇବ ରାଫେଲ୍ । ୫୬ଟି ଏୟାରକ୍ରାଫ୍ଟ ସହ ଏଥର ରାଫେଲ୍ ଯୁଦ୍ଧ ବିମାନ ମଧ୍ୟ ବାୟୁସେନା ଦିବସର ଫ୍ଲାଇଙ୍ଗ୍ ମାର୍ଚ୍ଚରେ ସାମିଲ ହେବ । ଗତବର୍ଷ ୫୧ଟି ଏୟାରକ୍ରାଫ୍ଟ ବାୟୁସେନା ଦିବସରେ ଶକ୍ତି ପ୍ରଦର୍ଶନ କରିଥିବା ବେଳେ ଏଥର ଏହି ସଂଖ୍ୟା ୫୬କୁ ବୃଦ୍ଧି ପାଇଛି ।
ଆଜି ବାୟୁସେନା ଦିବସ, ଚମକ ଦେଖାଇବ ରାଫେଲ୍ l
