ନ୍ୟୁଜ୍

ଆୟୁଷ ନିର୍ଦ୍ଦେଶକ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର ।

ସତ୍ୟଶିଖା ( ଭୁବନେଶ୍ୱର ) ୧୩ .୦୮.୨୦୨୦ :  ଆୟୁଷ ନିର୍ଦ୍ଦେଶକ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଓଏଏସ୍‌ ବିଭୂ ପ୍ରସାଦ ଷଡ଼ଙ୍ଗୀ ସ୍ଵତନ୍ତ୍ର ସଚିବ ପାହ୍ୟା ଅଫିସର ଥିଲେ । ବିଭୂଙ୍କ ନାଁରେ ମହିଳା ସହକର୍ମୀଙ୍କୁ ଯୌନ ନିର୍ଯ୍ୟାତନା ଅଭିଯୋଗ ଥିଲା । ଜୁଲାଇ ୯ରେ ମହିଳା ଥାନା ପୋଲିସ ବିଭୂଙ୍କୁ ପ୍ରସାଦ ଷଡ଼ଙ୍ଗୀଙ୍କୁ ଗିରଫ ମଧ୍ୟ କରିଥିଲା । ଶେଷରେ ଗୁରୁବାର ରାଜ୍ୟ ସରକାର ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ସୂଚନା ମିଳିଛି ।

Show More
Back to top button