ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଜି ଆଉ ୧,୬୦୨ କରୋନା ପଜିଟିଭ୍ ଚିହ୍ନଟ l

ସତ୍ୟଶିଖା ( ଭୁବନେଶ୍ୱର ) ୦୧.୦୮.୨୦୨୦ : ରାଜ୍ୟରେ ଆଜି ଆଉ ୧,୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୯୩ କ୍ଵାରେଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ ୬୦୯ ସ୍ଥାନୀୟ ସଂକ୍ରମିତ ।

ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗଞ୍ଜାମରୁ ସର୍ବାଧିକ ୩୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୪୭୯ରେ ପହଞ୍ଚିଛି ।

 

Show More
Back to top button