ଆଜି ର ରାଶିଫଳ ନଭେମ୍ବର ୧୦ ତାରିଖ, ମଙ୍ଗଳବାର


ସତ୍ୟଶିଖା ୧୦/୧୧/୨୦୨୦ :
ମେଷ – କୌଣସି କାମ କରିବା ସକାଶେ ମନ ଚାହୁଁଥିଲେ ମଧ୍ୟ ପରିବର୍ତ୍ତନ ପରିସ୍ଥିତି ତାହା କରାଇ ଦେଇ ନ ପାରେ । କିନ୍ତୁ ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟ ମାନଙ୍କ ସହାନୁଭୂତି ଲାଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ବୃଷ – ନିଜର ସମ୍ପର୍କୀୟମାନଙ୍କ ସହ-ଯୋଗରୁ ଉପକୃତ ହେବେ ଓ କାର୍ଯ୍ୟ ସିଦ୍ଧି ଅବଶ୍ୟ ଘଟିବ । ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦିୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମିଥୁନ – ଆଜି ଯାହା କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅବଶ୍ୟମ୍ଭାବୀ । ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ସୃଷ୍ଟିର ଆଶଙ୍କା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କର୍କଟ – ନିଜ ପରିସରରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ । ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭି-ଯୋଗ ଆଣିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ସିଂହ – ଆଜି ଆର୍ଥିକ ସମସ୍ୟା ମଧ୍ୟରେ ପିଲାମାନଙ୍କ କୌନସି ଅଭିଯୋଗକୁ ନେଇ ମନ ଅସ୍ଥିର ରହିବ । ବାଧ୍ୟବାଧକତାରେ ଇଚ୍ଛା ନ ôତଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି । ଶୁଭ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆର୍ୟୁବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
କନ୍ୟା – ଆଜି ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ମନଟି ଏକପ୍ରକାର ଖୁସୀ ହୋଇଯିବ । ଶିଳ୍ପ, ବାନିଜ୍ୟ, ବ୍ୟବସାୟ ଓ ନିର୍ମାଣ କାମରୁ ଲାଭବାନ୍ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।
ତୁଳା – ଆଜି ଯାହା ଓ ଯେମିତି ଚାହୁଁଛନ୍ତି ସେମିତି କାମ କରନ୍ତୁ କିନ୍ତୁ ବିବାଦରୁ ଦୂରେଇ ରହିବା ଭଲ ହେବ । ଦୀର୍ଘ ଦିନରୁ ପ୍ରଶାସନିକ ସ୍ତରରେ ରହିଥିବା ସମସ୍ୟାର ସମାଧାନ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଯୋଗ କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବିଛା – ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ । ଆନୁଷ୍ଠାନିକ କାମରେ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିକ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ଧନୁ – ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡିଥିବା ସମ୍ପର୍କ ପୁଣି ଯୋଡିବା ସକାଶେ ପ୍ରଯତ୍ନ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ମକର – ଆପଣଙ୍କ ମୂଲ୍ୟବାନ କଥାରେ ତର୍କ ବିତର୍କ କରି ପରିବାରରେ କଳହ ଲାଗିପାରେ । ଆପଣ ପ୍ରତ୍ୟେକ କ୍ଷେତ୍ରରେ ବିଶେଷ ଖର୍ଚ୍ଚାନ୍ତ ହେବେ ସିନା କାମ ଅଟକିନ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖଭରା ଦିନଟି ।
କୁମ୍ଭ – ନିଜ ପରିସରରେ ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ, ଏଣୁ ସତର୍କ ରହିବା ଭଲ । କଠୋର ପରିଶ୍ରମ କାରଣରୁ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ମୀନ – କୌଣସି ବନ୍ଧୁଙ୍କ ସାହାର୍ଯ୍ୟରୁ ଯାନବାହନ, ନୂତନ ମେଶିନାରି ଜିନିଷ କିଣିପାରନ୍ତି । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ ଏଣୁ ମନ ହାଲୁକା ହୋଇଯିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବାର ସମ୍ଭାବନା ରହିଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ଞ୍ଜ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ସ୍ୱାଭିମାନୀ ହେବେ ।