ସତ୍ୟଶିଖା ୧୭/୧୨/୨୦୨୦ : ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ନଦୀର ତ୍ରିକୋଣା ଭୂମିରେ ଗଢି ଉଠିଥିବା ଭିତରକନିକାର ପ୍ରାକୃତିକ ପରିବେଶ ବାସ୍ତବିକ ମନମୁଗ୍ଧକର । ଭିତରକନିକାର ବଉଳା କୁମ୍ଭୀର, ରଂଗବେରଂଗର ପକ୍ଷୀ, ହେନ୍ତାଳ ଇଚ୍ଚ ସାରା ବିଶ୍ୱର ପ୍ରକୃତିପ୍ରେମୀ ପ୍ରଥମ ପସନ୍ଦ । ଚଳିତ ବର୍ଷ ପ୍ରଥମଥର ରାଜ୍ୟ ସରକାରଙ୍କ ପକ୍ଷରୁ ଏଠାରେ ଇକୋ ରିଟ୍ରିଟ ବ୍ୟବସ୍ଥା କରାଯାଇଥିବା ବେଳେ ପର୍ଯ୍ୟଟକ ତମ୍ବୁ ତଳେ ରହି ରାତି କାଟିବା ସହ ପ୍ରାକୃତିକ ସନ୍ଦୌଯ୍ୟରେ ମଜା ଉଠାଉଛନ୍ତି ।
ଇକୋ-ରିଟ୍ରିଟର ମଜା ନେଉଛନ୍ତି ପର୍ଯ୍ୟଟକ
