ବାସ୍ତୁଶାସ୍ତ୍ରରାଶିଫଳ

ମଙ୍ଗଳବାର ରାଶିଫଳ: କେମିତି କଟିବ ଆଜିର ଦିନ

ସତ୍ୟଶିଖା(ଭୁବନେଶ୍ୱର )୨୪.୦୫.୨୦୨୨ :

ମେଷ: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସୁସମ୍ବାଦ ପ୍ରାପ୍ତି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।

ବୃଷ: ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବା ଫଳରେ ଶାନ୍ତି ଅନୁଭବ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।

ମିଥୁନ: ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍।

କର୍କଟ: ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପୁରାତନ ରୋଗ ପୀଡ଼ାର ଉପଶମ ହେବ। ବ୍ୟବସାୟରେ ଲାଭବାନ୍ ହେବେ ।

ସିଂହ: ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।

କନ୍ୟା: ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ ଆଦାୟ ହୋଇ ପାରିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ।

Show More
Back to top button