ନ୍ୟୁଜ୍ରାଜ୍ୟଶିକ୍ଷା

ଏପ୍ରିଲ ୨୮ରୁ ଦ୍ୱାଦଶ (+୨) ବୋର୍ଡ ପରୀକ୍ଷା

ସତ୍ୟଶିଖା( ଭୁବନେଶ୍ୱର )୧୭ .୦୩.୨୦୨୨ : +୨ ପରୀକ୍ଷାକୁ ନେଇ ଆସିଛି ବଡ଼ ଖବର । ଏପ୍ରିଲ ୨୮ରୁ ଦ୍ୱାଦଶ (+୨) ବୋର୍ଡ ପରୀକ୍ଷା ଆରମ୍ଭ ହେବ । ୨୮ରୁ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ହେବ । ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା ପରୀକ୍ଷା ଦେବେ । ଖରାକୁ ଦେଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି । ସକାଳ ୯ଟାରୁ ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରାଯିବ । ମହାମାରୀ ପାଇଁ ପରୀକ୍ଷା ବ୍ୟବସ୍ଥାରେ କୋହଳ କରାଯାଇଛି ।

Show More
Back to top button